Aller au contenu
CLYVNIQParcourez la Bible

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 134

1ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 3ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licence